ଜୁନ ୧ ଯାଏଁ ଏକଜିଟ ପୋଲ ନିଷିଦ୍ଧ

44

Get real time updates directly on you device, subscribe now.

ନୂଆଦିଲ୍ଲୀ(ଏଜେନ୍ସି) : ଆଜି ଭାରତୀୟ ନିର୍ବାଚନ ଆୟୋଗ ପକ୍ଷରୁ ଏକଜିଟ ପୋଲ ଉପରେ ନିଷିଦ୍ଧ ଘୋଷଣା କରାଯାଇଛି। ଆଜିଠାରୁ ଜୁନ ୧ ତାରିଖ ପର୍ଯ୍ୟନ୍ତ ଏକଜିଟ ପୋଲକୁ ନିଷିଦ୍ଧ ହୋଇଛି। ଜୁନ ୧ ତାରିଖ ସନ୍ଧ୍ୟା ସାଢ଼େ ୬ଟା ଯାଏଁ ଏକଜିଟ ପୋଲ ନିଷିଦ୍ଧ ହୋଇଛି ବୋଲି ଭାରତୀୟ ନିର୍ବାଚନ ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More