ଜେଲରେ ଥାଇ ଜିତିଲେ ଖୋର୍ଦ୍ଧା ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ

14

Get real time updates directly on you device, subscribe now.

ଭୁବନେଶ୍ବର(ସଂଘର୍ଷ ମିଡିଆ) : ଜେଲରେ ଥାଇ ଜିତିଲେ ଖୋର୍ଦ୍ଧା ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ । ଭୋଟ ଗଣତି ପରେ ଫଳାଫଳ ସାମ୍ନାକୁ ଆସିଛି । ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ସାହୁଙ୍କୁ  ୮ ହଜାରରୁ ଅଧିକ ଭୋଟରେ ହରାଇଲେ ପ୍ରଶାନ୍ତ ଜଗଦ୍ଦେବ । କହିରଖୁଛୁ ବୁଥ ଗଣ୍ଡଗୋଳ ଘଟଣାରେ ପ୍ରଶାନ୍ତ ଜଗଦ୍ଦେବ ଜେଲରେ ଅଛନ୍ତି । ନିକଟରେ ସେ ଜାମିନ ଆବେଦନ କରିଥିଲେ କିନ୍ତୁ ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ-୨ ଜଗଦ୍ଦେବଙ୍କ ଜାମିନ ଖାରଜ କରିଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More