ପଦ୍ମ ଧରିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

106

Get real time updates directly on you device, subscribe now.

ଭୁବନେଶ୍ୱର(ସଂଘର୍ଷ ମିଡିଆ) : – : ଖୋର୍ଦ୍ଧା ଜିଲାର ଟାଣୁଆ ନେତା ତଥା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ସାମିଲ ହୋଇଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ସହ ପ୍ରଭାରୀ ଲତା ଉସେଣ୍ଡି, ସାଂସଦ ଅପରାଜିତା ଷଡଙ୍ଗୀ ଓ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ପଦ୍ମ ଦଳରେ ନିଜ ସମର୍ଥକଙ୍କ ସହ ସାମିଲ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ। ୨୦୧୪-୧୯ ପର୍ଯ୍ୟନ୍ତ ବିଜେଡିରୁ ବେଗୁନିଆ ବିଧାୟକ ରହିଥିଲେ। ୨୦୧୯ରେ ଚିଲିକାରୁ ଲଢି ବିଜୟ ହୋଇଥିଲେ ପ୍ରଶାନ୍ତ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More