ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଲେ ବିଜେଡିର ବରିଷ୍ଠ ନେତା ତଥା କନ୍ଧମାଳର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ

30

Get real time updates directly on you device, subscribe now.

ଭୁବନେଶ୍ବର(ସଂଘର୍ଷ ମିଡିଆ) : ବିଜେଡିର ବରିଷ୍ଠ ନେତା ତଥା କନ୍ଧମାଳର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଇଛନ୍ତି। ରବିବାର ଏନେଇ ଘୋଷଣା କରିଛନ୍ତି ଅଚ୍ୟୁତ ସାମନ୍ତ। ଜୁନ୍‍ ୯ ତାରିଖରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More