ଭୁବନେଶ୍ୱର(ସଂଘର୍ଷ ମିଡିଆ) : ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆଜି ବିଜୁ ଜନତା ଦଳରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ପୂର୍ବାହ୍ନ ୧୦ଟା୧୫ରେ ନବୀନ ନିବାସରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହେଲେ। ଏହି ସମୟରେ ବହୁ ବରିଷ୍ଠ ମନ୍ତ୍ରୀ ଓ କର୍ମୀ ଉପସ୍ଥିତ ଥିଲେ।