ବିଜେଡିର କର୍ମୀ ସମିଳନୀ ଅନୁଷ୍ଠିତ

13

Get real time updates directly on you device, subscribe now.

ଖୋର୍ଦ୍ଧା(ସଂଘର୍ଷ ମିଡିଆ) : – ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ନେରେନ୍ଦ୍ରପୁର ଗ୍ରାମ ପଞ୍ଚାୟତର ଭବାନୀ ମନ୍ଦିର ପ୍ରାଙ୍ଗଣରେ ସାଂସଦ ପିନାକୀ ମିଶ୍ରଙ୍କ ପ୍ରତିନିଧି ମାନସ ରଞ୍ଜନ ପ୍ରଧାନଙ୍କ ତତ୍ୱାବଧାନରେ ବିଜେଡିର ଏକ କର୍ମୀ ସମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମିଳନୀରେ ନରେନ୍ଦ୍ରପୁର ପଂଚାୟତର ବିଭିନ୍ନ ଗ୍ରାମରୁ ପାଞ୍ଚଶହରୁ ଅଧିକ ଆଗଧାଡ଼ିର କର୍ମୀମାନେ ଯୋଗ ଦେଇଥିବାର ଦେଖିବାକୁ ମିଳିଥିଲା । ଆଗାମୀ ୨୦୨୪ ନିର୍ବାଚନକୁ ଆଖି ଆଗରେ ରଖି କିଭଳି ରଣନୀତି ପ୍ରସ୍ତୁତ କରାଯିବ ସେ ବିଷୟରେ ଆଲୋଚନା କରାଯାଇଥିଲା । କେଉଁଭଳି ତୃଣମୂଳ ସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରାଯାଇ ପାରିବ ସେ ବିଷୟରେ ମଧ୍ୟ ଆଲୋକପାତ କାରାଯାଇଥିଲା ତେବେ କଣ ଥିଲା ଏହି କର୍ମୀ ସମିଳନୀ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More