ବିଜେଡିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

11

Get real time updates directly on you device, subscribe now.

କଟକ(ସଂଘର୍ଷ ମିଡିଆ) : – ସାଲେପୁରର ସତ୍ୟଭାମାପୁ୍ର ଠାରେ ବିଜେଡିର କାର୍ଯ୍ୟକାରିଣୀ ବୈଠକ ବିଧାୟକ ପ୍ରଶାନ୍ତ ବେହେରାଙ୍କ ସଭ।ପତିତ୍ବରେ ଅନୁଷ୍ଠିତ ହୋଇଯାଇଛି, ଏହି ବୈଠକରେ ରାଜ୍ୟ ସରକାରଙ୍କ ବରିଷ୍ଟ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବାବେଳେ ଅନ୍ୟତମ ଅତିଥି ରୂପେ ଜିଲ୍ଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟ , ଜିଲ୍ଲା ଜୀବନ ବିନ୍ଦୁ ସଂଯୋଜକ ରଞ୍ଜନ ବିଶ୍ଵାଳ ପ୍ରମୁଖ ଯୋଗଦେଇ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶକୁ ପାଥେୟ କରି ସାଲେପୁର ବିଧାୟକକ ଶ୍ରୀ ବେହେରା ସାଲେପୁରର ବିକାଶଧାରାକୁ ସୃଢୁଦ କରି ନିର୍ବାଚନ ମଣ୍ଡଳୀ ରାଜ୍ୟର ଏକ ନମ୍ବର ହେବ ବୋଲି ସେ ପ୍ରକାଶ କରିଥଲେ, ଏହି କାର୍ଯ୍ୟକ୍ରମରେ ସାଲେପୁର ବ୍ଲକ ଅଧ୍ୟକ୍ଷ ରାମଚନ୍ଦ୍ର ଭୋଇ, ଉପାଧ୍ୟକ୍ଷ ପୁଷ୍ପାଜଳି ବିଶ୍ଵାଳ, ବ୍ଲକ ବିଜେଡି ସଭାପତି ଅନନ୍ତ ଚରଣ ନାୟକ, ଆତ୍ମା ସଭାପତି ଦିଲ୍ଲୀପ ଦାଶ, ବିରଞ୍ଚି ନାରାୟଣ କର, ରାଜେଶ୍ ମହାନ୍ତି, ଶୁଭମ୍ ଦାଶ, ସୌମ୍ୟରଞ୍ଜନ ମଲ୍ଲ ସମେତ ସମସ୍ତ ପଞ୍ଚାୟତ ପ୍ରତିନିଧି ଉପସ୍ଥିତ ଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More