ବିଜେଡି ଛାଡ଼ିଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ

63

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ବିଜେଡି ଛାଡ଼ିଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ସମୀର। ଭିଡିଓ ବାର୍ତ୍ତାରେ ଇସ୍ତଫାର କାରଣ କହିଲେ । ବିଜେଡି ନେତା ମୋ ଉପରେ ଆସ୍ଥା ହରାଇଥିବାରୁ ଦଳ ଛାଡ଼ିଲି ବୋଲି ଦର୍ଶାଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More