ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ପୁରୀ ବିଜେଡ଼ିର ସଂସଦୀୟ କ୍ଷେତ୍ରର ବରିଷ୍ଠ ନେତା

136

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ଶ୍ରୀମନ୍ଦିରରେ ବିଜୁ ଜନତା ଦଳର ସଂସଦୀୟ କ୍ଷେତ୍ରର ବରିଷ୍ଠ ନେତା । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ସମସ୍ତ ନେତା । ଆଗାମୀ ନିର୍ବାଚନରେ ଦଳ ସଂସଦୀୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କିଭଳି କରିବ ସେନେଇ ମହାପ୍ରଭୁଙ୍କୁ କଲେ ପ୍ରାର୍ଥନା ।ବ୍ରହ୍ମଗିରିର ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମାଙ୍କ ସହ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ, ବରିଷ୍ଠ ବିଜେଡି ନେତା ଅରୂପ ପଟନାୟକ, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥ୍, ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ସମେତ ପୁରୀର ନବାଗତ ଯୁବନେତା ସୁନୀଲ ମହାନ୍ତି ଏବଂ ଜିଲ୍ଲା ବିଜେଡି ସଭାପତି ଦିବାକର ପାତ୍ର ପ୍ରମୁଖ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଭିକ୍ଷା କରିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More