ସୁରମା ପାଢ଼ୀ ହେବେ ଓଡିଶା ବିଧାନସଭାର ବାଚସ୍ପତି

47

Get real time updates directly on you device, subscribe now.

ଭୁବନେଶ୍ବର(ସଂଘର୍ଷ ମିଡିଆ) : ଓଡ଼ିଶାରେ ବିଜେପି ସରକାର ଶପଥ ଗ୍ରହଣ ଉତ୍ସବ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେତୃତ୍ବରେ ସରକାର ଗଠନ ପାଇଁ ଉପମୁଖ୍ୟମନ୍ତ୍ରୀ, କ୍ୟାବିନେଟ ଓ ରାଷ୍ଟ୍ରମନ୍ତ୍ରୀ ଶପଥପାଠ କରିବା ପରେ ନୂଆ ବାଚସ୍ପତିଙ୍କ ନାମ ଚର୍ଚ୍ଚାକୁ ଆସିଛି। ବରିଷ୍ଠ ବିଜେପି ନେତ୍ରୀ ତଥା ରଣପୁର ବିଧାୟିକା ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ବାଚସ୍ପତି ହେବା ନେଇ ସୂଚନା ମିଳିଛି।  ଏ ସଂକ୍ରାନ୍ତରେ ଖୁବ ଶୀଘ୍ର ବିଧିବଦ୍ଧ ଭାବେ ଘୋଷଣା କରାଯିବ ବୋଲି ଜଣାପଡ଼ିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More