ବିଜେପିରେ ଯୋଗଦେଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

164

Get real time updates directly on you device, subscribe now.

ଭୁବନେଶ୍ବର(ସଂଘର୍ଷ ମିଡିଆ) : ୨୦୨୪ ନିର୍ବାଚନ ଯେତେ ପାଖେଇ ଆସୁଛି, ସେତେ ଅଧିକ ଦଳବଦଳ ଦେଖିବାକୁ ମିଳୁଛି। ଅନେକ ବଡ଼ ବଡ଼ ନେତା ଓ କର୍ମୀ ନିଜ ଦଳ ପରିବର୍ତ୍ତନ କରୁଛନ୍ତି। ଏହି କ୍ରମରେ ରବିବାର ବିଜେପିରେ ସାମିଲ ହୋଇଛନ୍ତି ଜୟଦେବ ବିଧାୟକ ଅରବିନ୍ଦ ଢାଲି। ଏଥିସହ ତାଙ୍କ ସମର୍ଥକମାନେ ମଧ୍ୟ ବିଜେପିରେ ମିଶିଛନ୍ତି

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More