ଶ୍ରୀରାମ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ୩୫ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

20

Get real time updates directly on you device, subscribe now.

ଗଜପତି (ସଂଘର୍ଷ ମିଡିଆ) : – ଆଜି ଗଜପତି ଜିଲ୍ଲା କାଶୀନଗର ବ୍ଲକର ଶ୍ରୀରାମ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ୩୫ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଛି l ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ଶ୍ରୀ ବିଧାୟକ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ l ଏହି କାର୍ଯ୍ୟକ୍ରମ ରେ ବ୍ଲକ ଅଧକ୍ଷା ଵାଲା ସାଇମ୍ମା,ବରିଷ୍ଠ ନାଗରିକ ହୃଷିକେଶ ଗୌଡ଼, ବରିଷ୍ଠ ରାଜନୈତିଜ୍ଞ କେ. ଆପ୍ପା ରାଓ ପ୍ରମୁଖ ଉପସ୍ଥିତ ଥିଲେ l

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More