ଆଇପିଏଲ ୧୩ତମ ସଂସ୍କରଣର ୧୦ତମ ମ୍ୟାଚ: ଟସ୍ ଜିତି ମୁମ୍ବଇ ଇଣ୍ଡିଆନ୍ସର ବୋଲିଂ ନିଷ୍ପତ୍ତି

9

Get real time updates directly on you device, subscribe now.

ଦୁବାଇ ( ଏଜେନ୍ସି ) : ଆଇପିଏଲ ୧୩ତମ ସଂସ୍କରଣର ୧୦ତମ ମ୍ୟାଚ ଆଜି ଦୁବାଇର ଡିସିଏ ଷ୍ଟାଡ଼ିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ମୁମ୍ବଇ ଇଣ୍ଡିଆନ୍ସ ମଧ୍ୟରେ ଆରମ୍ଭ ହୋଇଛି। ଆଜିର ମ୍ୟାଚରେ ମୁମ୍ବଇ ଇଣ୍ଡିଆନ୍ସର ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More