ଆଜି ରାଜ୍ୟରେ ଆଉ ୨,୮୫୪ କରୋନା ଆକ୍ରାନ୍ତ ଚିହ୍ନଟ

17

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ଆଉ ୨, ୮୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୯୬୯୩ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୫୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୯୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More