ଏପ୍ରିଲ୍ ୮ରେ ହେବ ପୂର୍ଣ୍ଣ ସୂର୍ଯ୍ୟପରାଗ

50

Get real time updates directly on you device, subscribe now.

ଭୁବନେଶ୍ବର(ସଂଘର୍ଷ ମିଡିଆ) : – : ଆସନ୍ତା ଏପ୍ରିଲ୍୮ ତାରିଖରେ ସଙ୍ଗଠିତ ହେବ ଏକ ବିରଳ ତଥା ସୁନ୍ଦର ପୂର୍ଣ୍ଣ ସୂର୍ଯ୍ୟପରାଗ। ଏହି ମହାଜାଗତିକ ଘଟଣାଟି ଯୁକ୍ତରାଷ୍ଟ୍ର ଆମେରିକା,  କାନାଡା ଓମେକ୍ସିକୋର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବରେ ଦେଖାଯିବ ଓ ଏହାର  ପାଖ ଅଞ୍ଚଳରେ ଆଂଶିକ ସୂର୍ଯ୍ୟ ପରାଗ ଦେଖାଯିବ । ଏହା  ଭାରତୀୟ ସମୟ  ରାତି ୯ଟା  ୧୨ ମିନିଟ ରେ ଆରମ୍ଭ ହୋଇ ପର ଦିନ ଭୋର ୨ ଟା ୨୨ ମିନିଟ ସମୟରେ ଶେଷ ହେବ। ସର୍ବାଧିକ ପରାଗ ରାତି ୧୧ ଟା ୪୭ ମିନିଟ ସମୟରେ ଦେଖାଯିବ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More