ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ସମ୍ପାଦକ ଦେବେନ ମିଶ୍ରଙ୍କର ଦେହାନ୍ତ

11

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ସମ୍ପାଦକ ଦେବେନ ମିଶ୍ରଙ୍କର ଦେହାନ୍ତ ହୋଇଛି। ଶନିବାର ବିଳମ୍ବିତ ରାତିରେ ତାଙ୍କର ହୃଦଘାତ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତି ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More