ନୂଆଦିଲ୍ଲୀ ( ଏଜେନ୍ସି ) : କ୍ରୀଡ଼ା ମନ୍ତ୍ରଣାଳୟ ନୋଟିସ ପରେ ହକି ଇଣ୍ଡିଆ ଅଧ୍ୟକ୍ଷ ପଦରୁ ମୁସ୍ତାକ ଅହମ୍ମଦ ଇସ୍ତଫା ଦେଇଛନ୍ତି। ହକି ଇଣ୍ଡିଆ କାର୍ଯ୍ୟକାରିଣୀ ପକ୍ଷରୁ ତାଙ୍କ ଇସ୍ତଫାକୁ ଗ୍ରହଣ କରାଯିବା ସହିତ ନିର୍ବାଚନ ଶେଷ ହେବା ପର୍ଯ୍ୟନ୍ତ ମଣିପୁରର ଜ୍ଞାନେନ୍ଦ୍ର ନିଙ୍ଗୋବମଙ୍କୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।
Get real time updates directly on you device, subscribe now.