ଅହମଦାବାଦ ( ଏଜେନ୍ସି ) : ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ ଶଙ୍କର ସିଂହ ବାଘେଲାଙ୍କର କରୋନା ପଜିଟିଭ୍ ରିପୋର୍ଟ ଆସିଛି। ଗତ ଦୁଇ ତିନି ଦିନ ହେଲା ସେ ଜ୍ୱରରେ ପୀଡ଼ିତ ଥିଲେ। ଏହାପରେ ଶନିବାର ତାଙ୍କର କରୋନା ଟେଷ୍ଟ କରାଯାଇଥିଲା। ଆଜି ତାଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି।
Get real time updates directly on you device, subscribe now.

Recover your password.
A password will be e-mailed to you.