ଚଳଚ୍ଚିତ୍ର ସୁଟିଂ ନେଇ ରାଜ୍ୟ ସରକାରଙ୍କ ସବୁଜ ସଂକେତ

11

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ଚଳଚ୍ଚିତ୍ର ସୁଟିଂ ନେଇ ରାଜ୍ୟ ସରକାର ସବୁଜ ସଂକେତ ଦେବା ପରେ ଓଲିଉଡରେ ଖୁସିର ଲହରି ଖେଳିଯାଇଛି। ସୁଟିଂ ସମୟରେ କରୋନା କଟକଣା ମାନିବାକୁ ନିର୍ଦେଶ ଦିଆଯାଇଛି। ସୂଚନା ଅନୁଯାୟୀ, ୩୦ ପ୍ରତିଶତ କ୍ରିଉଙ୍କୁ ନେଇ ସୁଟିଂ କରାଯିବ। ଉଭୟ ଇନଡୋର ଏବଂ ଆଉଟଡୋର ସୁଟିଂକୁ ଅନୁମତି ମିଳିଛି। ଓଟିଟି ପ୍ଲାଟଫର୍ମକୁ ମଧ୍ୟ ଏହି ଏସ୍‍ଓପି ଅନୁକରଣ କରିବାକୁ କୁହାଯାଇଛି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More