ଝୁଲନ୍ତା ଅବସ୍ଥାରେ ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

11

Get real time updates directly on you device, subscribe now.

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ଟିକାମଗଡ ଜିଲ୍ଲାର ଖରାଗାପୁର ପୁଲିସ ଥାନା ଅନ୍ତର୍ଗତ ୮ ନମ୍ବର ୱାର୍ଡରେ ରହୁଥିବା ମନୋହର ସୋନି ଏବଂ ତାଙ୍କ ପତ୍ନୀଙ୍କ ସମେତ ପରିବାରର ପାଞ୍ଚଜଣ ସଦସ୍ୟଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ପରିବାରରେ ଏକା ସାଙ୍ଗରେ ଏଭଳି ମୃତ୍ୟୁ ଦେଖି ସ୍ଥାନୀୟ ଅଞ୍ଚଳରେ କୋକୁଆଭୟ ଖେଳିଯାଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରିରଖିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପୁଲିସ ଘଟଣାର ଅଧିକ ତଦନ୍ତ ଜାରିରଖିଛି

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More