ପରଲୋକରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ

10

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ପୂର୍ବତନ ରାଷ୍ଟ୍ରପତି ତଥା ଭାରତ ରତ୍ନ ପ୍ରଣବ ମୁଖାର୍ଜୀ ଆଉ ନାହାନ୍ତି । ୮୪ ବର୍ଷ ବୟସରେ ଭାରତୀୟ ସେନା ହସ୍ପିଟାଲରେ ତାଙ୍କର ପରଲୋକ ହୋଇ ଯାଇଛି । କିଛିଦିନ ତଳେ ସେ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେବା ସହ ଡ଼ାକ୍ତରଖାନାରେ ଭର୍ତି ହୋଇଥିଲେ । ମାତ୍ର ସେଠାରେ ଯାଞ୍ଚ ବେଳେ ତାଙ୍କ ମୁଣ୍ଡରେ ରକ୍ତ ଜମାଟ ବାନ୍ଧିଥିବା ସୂଚନା ମିିଳିଥିଲା ଓ ତାହାର ଅପରେସନ କରାଯାଇଥିଲା । ଅପରେସନ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ଅବନତି ଘଟିଥିଲା । ତାଙ୍କୁ ଜୀବନରକ୍ଷା ପ୍ରଣାଳୀ (ଭେଣ୍ଟିଲେଟର)ରେ ରଖା ଯାଇଥିଲା । ଆଜି ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି । 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More