ପରଲୋକରେ ବରିଷ୍ଠ ବିଜେପି ନେତା ଆଶୋକ ସାହୁ

9

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଆଇପିଏସ ଅଫିସର ଆଶୋକ ସାହୁଙ୍କ ଆଜି ତାଙ୍କ କଟକସ୍ଥିତ ବାସଭବନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା କାରଣରୁ ତାଙ୍କର ପରଲୋକ ହୋଇଛି ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି । ସୂଚନାଯୋଗ୍ୟଯେ, ଆସାମର ଅତିରିକ୍ତ ପୁଲିସ ଡ଼ିଜି ପଦବୀରୁ ସ୍ୱେଚ୍ଛାକୃତ ଅବସର ନେଇ ସେ ରାଜନୀତିରେ ପାଦ ଦେଇଥିଲେ। ତାଙ୍କ ବିୟୋଗରେ ରାଜନୀତି ମହଲରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More