ଖୋର୍ଦ୍ଧା ( ସଂଘର୍ଷ ମିଡିଆ ) : ରଜରେ ଫୁଟିଲା ଗୁଳି। ଗୁଳିମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଏଭଳି ଏକ ଘଟଣା ଘଟିଛି ଖୋର୍ଦ୍ଧା ସଦର ଥାନା ଦଧିମାଛଗାଡ଼ିଆର ଆଦିବାସୀ ସାହିରେ। ବ୍ରାଉନସୁଗାର କାରବାରକୁ ନେଇ ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ଗୁଳିମାଡରେ ମୃତ୍ୟୁ ବରଣ କରିଥିବା ଯୁବକ ଜଣଙ୍କ ହେଉଛନ୍ତି ମାନ ପ୍ରଧାନ ।