ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୬ ମୃତ, ୪୦ ଆହତ

9

Get real time updates directly on you device, subscribe now.

ଉତ୍ତରପ୍ରଦେଶ (ଏଜେନ୍ସି ) : ଉତ୍ତରପ୍ରଦେଶ କନୌଜ ନିକଟ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର ସହ ଧକ୍କା ହେବାରୁ ଭାରସାମ୍ୟ ହରାଇ ୨୦ ଫୁଟ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍ । ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପାଖାପାଖି ୪୦ରୁ ଅଧିକ ଆହତ ହୋଇଥିବା ଜଣାପଡିଛି। ଆହତଙ୍କ ମଧ୍ୟରୁ  କିଛି ଲୋକଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More