ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧ ମୃତ, ୧ ଗୁରୁତର

11

Get real time updates directly on you device, subscribe now.

ଝାରସୁଗୁଡା : ଝାରସୁଗୁଡ଼ା ଜିଲା ସହର ଉପକଣ୍ଠ ବକ୍ସିଛକ ଶିବ ମନ୍ଦିର ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।  ଏକ ଟ୍ରେଲର ଓ ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଲେ ଅନ୍ୟ ଗୁରୁତର ଆହତ ହୋଇଥିବା ଜଣା ପଡ଼ିଛି। ଉଭୟେ ବାଇକରେ ସୁନ୍ଦରଗଡ ପଟକୁ ଯାଉଥିଲେ। ବକ୍ସିଛକ ଶିଵ ମନ୍ଦିର ନିକଟରେ ଏକ ଟ୍ରେଲର ଗାଡି ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଜଣକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣକୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More