ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ ମୃତ , ୮ ଆହତ

12

Get real time updates directly on you device, subscribe now.

ମଥୁରା ( ଏଜେନ୍ସି ) : ଉତରପ୍ରଦେଶର ମଥୁରା ଜିଲାରେ ଆଜି ସକାଳ ୭ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଠିଆ ହୋଇଥିବା ବସକୁ ଏକ କଣ୍ଟେନର ପଛ ପଟୁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More