ମୟୂରଭଞ୍ଜ ଜିଲାରୁ ୩.୨୮ କେଜି ବ୍ରାଉନ ସୁଗାର ଜବତ, ଜଣେ ଅଟକ

34

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ମୟୂରଭଞ୍ଜ ଜିଲାରୁ ୩.୨୮ କେଜି ବ୍ରାଉନ ସୁଗାର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍‌। ଜବତ ହୋଇଥିବା ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ୩ କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି ଜଣାପଡିଛି। କ୍ରାଇମବ୍ରାଞ୍ଚ ଏସଟିଏଫ୍ କୌଣସି ସୂତ୍ରରୁ ଖବର ପାଇ ମୟୂରଭଞ୍ଜରୁ ଏହି ବ୍ରାଉନ ସୁଗାର ଜବତ କରିଛି। ଏଥି ସହିତ ଜଣେ ବ୍ରାଉନ ସୁଗାର ଡିଲରକୁ ଅଟକ ରଖି ପଚରାଉଚୁରା କରୁଛି କ୍ରାଇମବ୍ରାଞ୍ଚ ଏସଟିଏଫ୍। ଏନେଇ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି ପୁଲିସ ମହାନିର୍ଦେଶକ ଅଭୟ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More