ରାଜ୍ୟରୁ ଆଉ ୧୩୮୪ ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭,୬୮୧କୁ ବୃଦ୍ଧି

19

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ଆଉ ୧୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୪୯୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ୧୩୮୪ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭ ହଜାର ୬୮୧ ରେ ପହଞ୍ଚିଛି । 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More