ରାଜ୍ୟରେ ଆଉ ୫୨୭ କରୋନା ପଜିଟିଭ୍ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ରାଜ୍ୟରେ ବୁଧବାର ଆଉ  ୫୨୭ ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ଏହି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More