ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା, ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି

35

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରେ ଆଉ ୯ ଜଣଙ୍କ ମୁଣ୍ଡ ନେଲା କରୋନା। ଆଜି ମୃତ୍ୟୁବରଣ କରିଥିବା ୯ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, ବଲାଙ୍ଗୀର, ଗଞ୍ଜାମ, ମାଲକାନଗିରି, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More