ରାଜ୍ୟରେ ଆଜି କରୋନାରେ ସର୍ବାଧିକ ୧୦ ମୃତ, ମୋଟ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି

34

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ସର୍ବାଧିକ ୧୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଗଞ୍ଜାମରୁ ୩, ସୁନ୍ଦରଗଡ଼ ଓ ବାଲେଶ୍ଵରରୁ ୨ ଜଣ ଲେଖାଏ ଏବଂ ଗଜପତି, ରାୟଗଡ଼ା ଓ ଝାରସୁଗୁଡ଼ାରୁ ଜଣେ ଲେଖାଏ ରହିଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି। ଆଜିର ୩ ମୃତକଙ୍କୁ ମିଶାଇ ଗଞ୍ଜାମରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୭୩ରେ ପହଞ୍ଚିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More