ଲକ୍ଷାଧିକ ଟଙ୍କ।ର ବ୍ରାଉନସୁଗାର ଜବତ , ଯୁବକ ଗିରଫ

20

Get real time updates directly on you device, subscribe now.

କଟକ ( ସଂଘର୍ଷ ମିଡିଆ ) : କଟକ ଜିଲା ପୀରବଜାରରୁ ଅବକାରୀ ବିଭାଗ ଚଢାଉ କରି ସୋମବାର ପ୍ରାୟ ୨୭୫ ଗ୍ରାମର ବ୍ରାଉନସୁଗାର ଜବତ କରିଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ ୨୮ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ସମ୍ପୃକ୍ତ ଘଟଣାରେ ଜଣେ ଯୁବକକୁ ଗିରଫ କରାଯାଇଛି। ବାଇକରେ ଚାଲାଣ ସମୟରେ ଉକ୍ତ ବ୍ରାଉନସୁଗାର ଜବତ ହୋଇଥିବା ସୂଚନା ମିଳିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More