ସାଲେପୁର ବ୍ଲକର ବିଭିନ୍ନ ସ୍ଥାନରୁ ବିପୁଳ ପରିମାଣର ବାଣ ଜବତ ,୩ ଗିରଫ

14

Get real time updates directly on you device, subscribe now.

ସାଲେପୁର ( ସଂଘର୍ଷ ମିଡିଆ ) -କରୋନା ମହାମାରୀ ପାଇଁ ଚଳିତବର୍ଷ ରାଜ୍ୟରେ ବାଣ ବିକ୍ରି ଓ ଫୁଟାଇବା ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । ନଭେମ୍ବର ୧୦ରୁ ୩୦ ପର୍ଯ୍ୟନ୍ତ ବାଣ ବିକ୍ରି ଓ ଫୁଟାଇବା ମନା ହୋଇଛି । ବାଣ ଉପରେ ସ୍ୱତନ୍ତ୍ର ରିଲିଫ କମିଶନର କଟକଣା ଲାଗୁ କରିଥିବା ବେଳେ ଆଜି କଟକ ଜିଲ୍ଲାର ସାଲେପୁର ବ୍ଲକଲ ର ବିଭିନ୍ନ ବଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ବାଣ ଜବତ କରିବା ସହ ୩ଜଣଙ୍କୁ ଅଟକ ରଖିଛି ପୁଲିସ।ମିଳିଥିବା ସୂଚନା ମୁତାବକ, ଜଗତପୁର ଅଞ୍ଚଳର ପଦ୍ମପୁର, ମହାଜନପୁର ଓ ତ୍ରିଲୋଚନପୁରରେ କମିସନରେଟ ପୁଲିସର ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ଏସିପି, ଜଗତପୁର ଆଇଆଇସିଙ୍କ ସମେତ ବହୁତ ଅଧିକାରୀ ଉପସ୍ଥିତ ଥିବା ଜଣାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More